ପ୍ରତ୍ୟାହାର ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି

0 310

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତିକୁ ରାଜ୍ୟ ସରକାର ପ୍ରତ୍ୟାହାର କରିବେ ବୋଲି ଜଣାଯାଇଛି । ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନେଇ ରାଜ୍ୟ ସରକାର ହାଇକୋର୍ଟଙ୍କୁ ଜଣାଇଛନ୍ତି ।  ବିଜ୍ଞପ୍ତି ପ୍ରତ୍ୟାହାର ସହ ସାନି ତାଲିକା ନେଇ ରାଜ୍ୟ ସରକାର ହୋଇକୋର୍ଟଙ୍କୁ ଅବଗତ କରାଇଛନ୍ତି ।  ସଂରକ୍ଷଣ ନେଇ ଆସନ୍ତା ୨୭ ତାରିଖରେ ସାନି ତାଲିକା ପ୍ରକାଶ କରାଯିବ । ଜାନୁଆରୀ ୩ ତାରିଖ ସୁଦ୍ଧା ସଂରକ୍ଷଣ ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ ।

hiring

ଜାନୁଆରୀ ୫ ତାରିଖ ସୁଦ୍ଧା ଅଭିଯୋଗର ସମାଧାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି ।  ସେହିପରି ଜାନୁଆରୀ ୭ରେ ସଂରକ୍ଷଣ ନେଇ ରାଜ୍ୟ ସରକାର ଚୂଡ଼ାନ୍ତ ତାଲିକା ଦେବେ ।  ୭ରେ ରାଜ୍ୟ ସରକାର  ରାଜ୍ୟ ନିର୍ବାଚନ କମିଶନଙ୍କୁ ଚୂଡ଼ାନ୍ତ ତାଲିକା ଦେବେ ବୋଲି ଜଣାଯାଇଛି ।

hiranchal ad1
Leave A Reply

Your email address will not be published.

1 × 1 =