ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

0 54

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ମୁଖ୍ୟ ଚିକିତ୍ସାଳୟ ପରିସରରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରଦୀପ କୁମାର ପାତ୍ର, ଡି ଏମ୍‌ ଓ ପ୍ରମୋଦ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଚିକିତ୍ସାଳୟର ସମସ୍ତ କର୍ମଚାରୀ ମାନଙ୍କୁ ନେଇ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଏଚଏମ୍‌ ସିଲନ କୁମାର ସାହୁ ପ୍ରମୁଖ ପରିଚାଳନା କରିଥିଲେ । ଏହିଭଳି କାର୍ଯ୍ୟକ୍ରମକୁ ବୁଦ୍ଧିଜୀବୀ,ଜନସାଧାରଣ ଭୂୟସ ପ୍ରଶଂସା କରିଛନ୍ତି ।

hiranchal ad1
Leave A Reply

Your email address will not be published.

1 × 2 =