ଗଜପତିରେ ପୁଣି ୧୫ କରୋନା ପଜିଟିଭ ଚିହ୍ନଟ, ସୂଚନା ଦେଲେ ଗଜପତି ଜିଲ୍ଲାପାଳ

0 102

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାରେ ପୁଣି ୧୫ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଗଜପତି ଜିଲ୍ଲାପାଳ ଅନୁପମ ସାହା ସୂଚନା ଦେଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧ଜଣ ତାମିଲନାଡୁ ଫେରନ୍ତା,ଜଣେ କେରଳରୁ ଫେରିଥିବା ବେଳେ,ଜଣେ ତେଲେଙ୍ଗାନାରୁ ଓ ଅନ୍ୟ ୨ ଜଣ ମହାରାଷ୍ଟ୍ର ଫେରନ୍ତା ଅଟନ୍ତି । ସେମାନେ ସମସ୍ତେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରହୁଥିଲେ । ସେଠାରୁ ସେମାନଙ୍କର ସ୍ୱାବ ସଂଗ୍ରହ କରାଯାଇଥିଲା ପଜିଟିଭ ଆସିବାରୁ ଆର ସୀତାପୁର ଠାରେ ଥିବା ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ସକାଶେ ପଠାଇ ଦିଆଯାଇଛି ବୋଲି ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

19 − 9 =