ସଞ୍ଜୟ ରାଉତ କହିଲେ ବଦଳିବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ, ଏହି ନେତା ହେବେ ସିଏମ୍‌

0 69

ନୂଆଦିଲ୍ଲୀ: ଏକନାଥ ସିନ୍ଦେଙ୍କ ପରିବର୍ତ୍ତେ ଖୁବ୍‌ ଶୀଘ୍ର ‘ଏନ୍‌ସିପି’ ନେତା ଅଜିତ ପାୱାର୍‌ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ ବୋଲି ଆଜି ‘ଶିବସେନା (ୟୁବିଟି)’ ସାଂସଦ ସଞ୍ଜୟ ରାଉତ କହିଛନ୍ତି।

hiring

ରାଉତ ଆହୁରି ମଧ୍ୟ କହିଛନ୍ତି, ସିନ୍ଦେଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଯିବ ଏବଂ ତାଙ୍କ ସହିତ ଥିବା ୧୬ ବିଦ୍ରୋହୀ ‘ଶିବସେନା’ ବିଧାୟକମାନଙ୍କୁ ବି ଅଯୋଗ୍ୟ ଘୋଷଣା କରାଯିବ।

ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍‌ଆଇ’କୁ ସଞ୍ଜୟ ରାଉତ କହିଛନ୍ତି, ଆଜି ମୁଁ କ୍ୟାମେରା ଆଗରେ କହୁଛି, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ବଦଳିଯିବ‌େ। ଏକନାଥ ସିନ୍ଦେଙ୍କୁ ହଟାଇ ଦିଆଯିବ। ଏକନାଥ ସିନ୍ଦେ ଓ ୧୬ ବିଧାୟକ ଅଯୋଗ୍ୟ ଘୋଷିତ ହେବେ।

hiranchal ad1
Leave A Reply

Your email address will not be published.

thirteen − two =