ଭୁବନେଶ୍ୱରରୁ ଦୁର୍ଗାପୁରକୁ ବିମାନ ସେବା

0 16

ଭୁବନେଶ୍ୱର : ଭୁବନେଶ୍ୱରରୁ ଦୁର୍ଗାପୁରକୁ ବିମାନ ସେବା । ଅଗଷ୍ଟ ୩୦ରୁ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଦୁର୍ଗାପୁରକୁ ବିମାନ ସେବା । ଦୁର୍ଗାପୁର ବିମାନବନ୍ଦର ନିର୍ଦ୍ଦେଶକ କୈଳାସ ମଣ୍ଡଳଙ୍କ ସୂଚନା । ପ୍ରତିଦିନ ଭୁବନେଶ୍ୱରରୁ ଦୁର୍ଗାପୁରକୁ ଉଡ଼ିବ ଇଣ୍ଡିଗୋ ବିମାନ । ଭୁବନେଶ୍ୱରରୁ ବାଗଡୋଗରା ସପ୍ତାହକୁ ୪ ଦିନ ଓ ଗୌହାଟୀକୁ ୩ ଦିନ ଉଡ଼ାଣ ।

hiranchal ad1
Leave A Reply

Your email address will not be published.

one × four =