କାଠଯୋଡି ନଦୀ ଉପରେ ନିର୍ମାଣ ହେବ ଆଉ ୨ ବ୍ରିଜ

0 43

କଟକ: କାଠଯୋଡ଼ି ନଦୀ ଉପରେ ଆଉ ଦୁଇଟି ବ୍ରିଜ ନିର୍ମାଣ ହେବ।  ତ୍ରିଶୁଳିଆ ଛକରୁ ବାଲିକୁଦା ଛକ ୪ ଲେନ୍ ରାସ୍ତା ହେବ।  ଜୁଡ଼ିସିଆଲ ଏକାଡେମୀରୁ ତ୍ରିଶୁଳିଆ ଛକ ଯାଏଁ ଆଉ ଏକ ବ୍ରିଜ  ନିର୍ମାଣ ହେବ। ଜୁଡ଼ିସିଆଲ ଏକାଡେମୀ ରାସ୍ତା ଠାରୁ ଯୋବ୍ରା ଯାଏଁ ୬ ଲେନ ରାସ୍ତା ହେବ।  କଟକ ସହର ଭିତର ରାସ୍ତା ମଧ୍ୟ ପ୍ରଶସ୍ତିକରଣ କରାଯିବ ବୋଲି ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ୍ ହରିଚନ୍ଦନ ସୂଚନା ଦେଉଛନ୍ତି।

hiring

ସେହିପରି  ଏସସିବିର ସେକେଣ୍ଡ କ୍ୟାମ୍ପସ ୨୦୨୫ ଶେଷ ସୁଦ୍ଧା ନ ସରିଲେ ନିର୍ମାଣ ଦାୟିତ୍ବରେ ଥିବା ସଂସ୍ଥା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ୍ ହରିଚନ୍ଦନ କହିଛନ୍ତି।

hiranchal ad1
Leave A Reply

Your email address will not be published.

3 × 5 =