୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍

0 266

ନୂଆଦିଲ୍ଲୀ : ଆଉ ଚଳିବନି ପାକିସ୍ତାନର ପ୍ରୋପାଗଣ୍ଡା। ଆତଙ୍କୀସ୍ତାନ ଉପରେ ଡିଜିଟାଲ୍ ଷ୍ଟ୍ରାଇକ୍। ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍। ୬୩ ମିଲିୟନ ସବସ୍କ୍ରାଇବର୍ ଥିବା ୧୬ଟି ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ଉପରେ ପ୍ରତିବନ୍ଧକ ଲଗାଇଲା ଭାରତ। ଜାମ୍ମୁ କାଶ୍ମୀରର ପହଲଗାମ୍ ଆଟାକ୍‌ ପରେ ଉତ୍ତେଜନାମୂଳକ ଏବଂ ସମ୍ବେଦନଶୀଳ ସାମ୍ପ୍ରଦାୟିକ ବିଷୟବସ୍ତୁ ନେଇ ପ୍ରଚାର ପ୍ରସାର ରୋକିବାକୁ ଭାରତ ଅନେକ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

hiranchal ad1
Leave A Reply

Your email address will not be published.

16 − seven =