ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

0 209

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ବାସଭବନରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ସିଡିଏ ଅନିଲ ଚୌହାନ ଏବଂ ସ୍ଥଳସେନା, ନୌସେନା ଏବଂ ବାୟୁସେନା ମୁଖ୍ୟଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରୁଛନ୍ତି। ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଯୋଗ ଦେଇଛନ୍ତି । ଭାରତ-ପାକିସ୍ତାନ ଡିଜିଏମଓ ସ୍ତରୀୟ ଅସ୍ତ୍ରବିରତି ଆଲୋଚନାର ମାତ୍ର ଗୋଟିଏ ଘଣ୍ଟା ପୂର୍ବରୁ ଏହି ବୈଠକ ହେଉଛି।ଯୁଦ୍ଧବିରତିର ଭବିଷ୍ୟତ ସ୍ଥିର କରିବା ପାଇଁ ଅପରାହ୍ନରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଡିଜିଏମଓ ଆଲୋଚନା ଅନୁଷ୍ଠିତ ହେବ।

hiranchal ad1
Leave A Reply

Your email address will not be published.

11 + 16 =