ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ

0 164

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ଜିଲାରୁ ସଂକ୍ରମିତ ଚିହ୍ନଟ ହେଉଥିବାବେଳେ ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ପାର୍‌ କରିଛି। କରୋନାକୁ ନେଇ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ବାରମ୍ବାର କହୁଥିବା ବେଳେ ଲଗାତର ଭାବେ ରାଜ୍ୟରୁ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ଲୋକଙ୍କ ମନରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଛି।

hiring

ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏହି ସଂଖ୍ୟା ୫୬ ଛୁଇଁଛି। ଅପରପକ୍ଷେ ପଜିଟିଭ୍‌ଙ୍କ ମଧ୍ୟରୁ ଏବେସୁଦ୍ଧା ୨୦ଜଣ ସୁସ୍ଥ ହୋଇଥିବାବେଳେ ୩୬ଜଣ ସକ୍ରିୟ ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

hiranchal ad1
Leave A Reply

Your email address will not be published.

five − 4 =