ଆଇନ କଡ଼ା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ : ରାଜ୍ୟପାଳ

0 185

ଭୁବନେଶ୍ୱର: ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଏହାକୁ ନେଇ ସାରା ରାଜ୍ୟ ଶୋକ ପ୍ରକାଶ କରୁଥିବା ବେଳେ ଘଟଣାକୁ ନେଇ ଆକ୍ସନ ମୋଡରେ ରାଜ୍ୟପାଳ। ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଖବରକୁ ନେଇ ଗଭୀର ମର୍ମାହତ ରାଜ୍ୟପାଳ କହିଛନ୍ତି। ରାଜ୍ୟପାଳ କହିଛନ୍ତି, ଛାତ୍ରୀଙ୍କ ଅକାଳ ବିୟୋଗ ଶୁଣି ମୁଁ ଗଭୀର ମର୍ମାହତ। ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ ସୁରକ୍ଷିତ ରଖିବାକୁ ଜରୁରୀ ଆବଶ୍ୟକତା ବୋଲି ମନେ ପକାଉଛି। ଆଇନ କଡ଼ା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ।

hiranchal ad1
Leave A Reply

Your email address will not be published.

1 × two =