ମଣ୍ଡଳ ସଭାପତି ସ୍ମୃତିରଞ୍ଜନ ଦାସ ନିଲମ୍ବିତ

0 249

ଭୁବନେଶ୍ୱର: ଭୁବନେଶ୍ୱର ସାଙ୍ଗଠନିକ ଜିଲା ଅନ୍ତର୍ଗତ ଶ୍ରୀକୃଷ୍ଣ ମଣ୍ଡଳ ସଭାପତି ସ୍ମୃତିରଞ୍ଜନ ଦାସଙ୍କର ବେଆଇନ କାର୍ଯ୍ୟକଳାପରେ ସଂପୃକ୍ତି ଅଭିଯୋଗ କାରଣରୁ ଦଳର ଭାବମୂର୍ତ୍ତି କ୍ଷୁଣ୍ଣ ହୋଇଛି। ତେଣୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ସ୍ମୃତି ରଞ୍ଜନ ଦାସଙ୍କୁ ଦଳରୁ ନିଲମ୍ବନ କରାଗଲା ବୋଲି ଶୃଙ୍ଖଳା କମିଟି ରାଜ୍ୟ ଆବାହକ ସୁଦର୍ଶନ ନାୟକ ସୂଚନା ଦେଇଛନ୍ତି।

hiring

ଅନ୍ୟପକ୍ଷରେ ସୋମବାର ମନମୋହନ  ଦିଲ୍ଲୀ ଗସ୍ତ କରିଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ନେଇ ଏମ୍‌ପିମାନଙ୍କ ସହ ଆଲୋଚନା କରିପାରନ୍ତି। ଆସନ୍ତାକାଲି ଦିଲ୍ଲୀରେ ଏନଡିଏ ଏମ୍‌ପିମାନଙ୍କ ବୈଠକ ରହିଛି। ରାଜ୍ୟ କମିଟି ଏବଂ ବୋର୍ଡ ନିଗମ ନିଯୁକ୍ତି ନେଇ ଆଲୋଚନା କାର୍ଯ୍ୟକ୍ରମ ବି ରହିଛି।

hiranchal ad1
Leave A Reply

Your email address will not be published.

twelve + five =