ନବୀନଙ୍କ ସହ କଥା ହେଲେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ, କାହିଁକି ଜାଣନ୍ତୁ

0 101

ଭୁବନେଶ୍ବର: ଉପ ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ୍‌ଙ୍କୁ ସମର୍ଥନ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ସେ ନବୀନଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିବା ସହ ସହ ଏନଡିଏ ପ୍ରାର୍ଥୀ ସି.ପି.ରାଧାକ୍ରିଷ୍ଣନ୍‌ଙ୍କୁ ସମର୍ଥନ ଦେବାକୁ ଅନୁରୋଧ କରିଥିବା ଜଣାଯାଇଛି।

hiranchal ad1
Leave A Reply

Your email address will not be published.

4 × one =