ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ

0 147

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ ଘଟିଛି। ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି ପଦ୍ମଶ୍ରୀ ବିନୋଦ ପଶାୟତ । ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହୋଉଥିଲେ।

hiring

ବିନୋଦ ପଶାୟତ ଓଡ଼ିଶାର ଜଣେ ପ୍ରଖ୍ୟାତ କବି ଏବଂ ଲେଖକ। ସମ୍ବଲପୁରୀ / କୋଶଳୀ ସାହିତ୍ୟରେ ତାଙ୍କର ଅବଦାନ ଅମୂଲ୍ୟ। ସେ ତାଙ୍କ କବିତା ଏବଂ ଅନ୍ୟାନ୍ୟ ଲେଖାରେ ସରଳତା ପାଇଁ ଲୋକପ୍ରିୟ। ତାଙ୍କର ସମ୍ବଲପୁରୀ ଲୋକଗୀତ ପାଇଁ ସେ ପଶ୍ଚିମ ଓଡ଼ିଶାର ବିଶାଳ ଅଞ୍ଚଳରେ ବହୁଳ ଭାବରେ ପରିଚିତ।

hiranchal ad1
Leave A Reply

Your email address will not be published.

four × four =