ନୂଆଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ

0 98

ଭୁବନେଶ୍ବର: ନୂଆଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜିଠାରୁ ଦୁଇଦିନିଆ ଗସ୍ତରେ ସେ ଦିଲ୍ଲୀ ଯାଇଛନ୍ତି। ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ରହିଛି। ଏଥିପାଇଁ ତାଙ୍କର ଦିଲ୍ଲୀରେ ଓଡ଼ିଶାର ସାଂସଦମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା ରହିଛି । ତେଣେ ଗତକାଲିଠାରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ନୂଆଦିଲ୍ଲୀରେ ଅଛନ୍ତି।

hiranchal ad1
Leave A Reply

Your email address will not be published.

fifteen − 3 =