ଉପରାଷ୍ଟ୍ରପତି ନିର୍ବାଚନ; ମତଦାନରୁ ବିରତ ରହିବ ବିଜେଡି

0 126

ଭୁବନେଶ୍ବର: ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ମତଦାନରୁ ବିରତ ରହିବ। ଆଜି ଏନେଇ ଦଳର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଉଭୟ ଏନଡିଏ ଓ ଇଣ୍ଡି ମେଣ୍ଟଠାରୁ ସମଦୂରତା ବଜାୟ ରଖିଛି। ଏଣୁ ଦଳ ସଭାପତି ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ନେଇଛନ୍ତି।

hiranchal ad1
Leave A Reply

Your email address will not be published.

five × 5 =