ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ

0 103

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଯାଇଛି। ଆସନ୍ତା ୨୭ ତାରିଖରେ ଗଞ୍ଜାମ ଗସ୍ତରେ ଆସିଥାନ୍ତେ ପ୍ରଧାନମନ୍ତ୍ରୀ। ତେବେ ବର୍ଷା ସମ୍ଭାବନାକୁ ନେଇ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି। ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ହୋଇପାରେ ବୋଲି ଆଲୋଚନା ହେଉଛି। ଯଦିଓ ଏହା ସ୍ପଷ୍ଟ ହୋଇନାହିଁ। ବ୍ରହ୍ମପୁରର ରଙ୍ଗେଇଲୁଣ୍ଡାରେ ହେବାକୁ ଥିବା ସେବା ପର୍ବ କାର୍ଯ୍ୟକ୍ରମ ବାତିଲ ହୋଇଥିବା ସୂଚନାରୁ ଜଣାପଡ଼ିଛି।

hiranchal ad1
Leave A Reply

Your email address will not be published.

1 × one =