ଭୁବନେଶ୍ୱର: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କୁ ପରଲୋକ ଘଟିଛି।
ହ୍ୟୁମାନ ‘ମଲ୍ଟି ଅର୍ଗାନ ଡିସଫଙ୍କସନ ସିଣ୍ଡ୍ରୋମ’ (MODS) ସହ ଏନସେଫାଲୋପାଥି (ମସ୍ତିଷ୍କ ସମସ୍ୟା), ଶକ, ଶ୍ୱାସକ୍ରିୟାରେ ବିଫଳତା, ତୀବ୍ର ବୃକକ ଆଘାତ, ଯକୃତ ରୋଗ, ଦ୍ୱିପାକ୍ଷିକ ନିମୋନିଆ ଏବଂ ହୃଦ୍ଘାତ ଭଳି ସମସ୍ୟା ଥିଲା।
