ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

0 44

ବ୍ରହ୍ମପୁର:ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ଘଟଣାରେ ପୂର୍ବତନ ବିଧାୟକ ବିକ୍ରମଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ୍ ଖାରଜ ହୋଇଛି। ଅଭିଯୁକ୍ତ ମାନେ ହେଲେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓରଫ ପିଣ୍ଟୁ ,ଆଇନଜୀବୀ ମଦନ ମୋହନ ଦଳାଇ, ସୁନିଲ ହୋତା ଏବଂ ଶୂନ୍ୟ ଦାସ। ଅତିରିକ୍ତ ଜିଲ୍ଲା ଓ ଦୌରାଜର୍ଜ ଏମାନଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି।

hiranchal ad1
Leave A Reply

Your email address will not be published.

16 − four =