ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

0 47

ସୁନ୍ଦରଗଡ : ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ସିଭିଲ୍ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ରବିନ୍ଦ୍ର କୁମାର ବାରିକଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି। ବାଲେଶ୍ଵର ଚୂନ ଭାଟି ନିକଟରେ ଥିବା ସାଇ ଗାର୍ଡେନ, ଗୋପାଳ ଗାଁରେ ଥିବା ଆବାସିକ ୩ ମହଲା କୋଠା, ତିନି ମହଲା ମାର୍କେଟ କମ୍ପ୍ଲେକ୍ସ ଏବଂ ଜିମ୍, କଲ୍ୟାଣ ମଣ୍ଡପ, ସୁନ୍ଦରଗଡ଼ରେ ଥିବା ତାଙ୍କ କାର୍ଯ୍ୟାଳୟ ଏବଂ ଭଡା ଘରେ ବିଭାଗ ରେଡ୍ କରୁଛି। ୩ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀମାନେ ଚଢଉରେ ସାମିଲ ରହିଛନ୍ତି।

hiranchal ad1
Leave A Reply

Your email address will not be published.

fourteen + ten =