ଖୋଲିଲା ଶିଖରଚଣ୍ଡୀ

0 42

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ ଭୋଜି ପାଇଁ ପର୍ଯ୍ୟଟକଙ୍କୁ ମିଳିଛି ଅନୁମତି।

hiring

୨ ଦନ୍ତା ହାତୀ ବୁଲୁଥିବା ନେଇ ଖବର ସାମ୍ନାକୁ ଆସିଥିଲା । ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ହାତୀ ବୁଲୁଥିଲେ। ତେବେ ବର୍ତ୍ତମାନ ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ପର୍ଯ୍ୟଟକଙ୍କ ଭିଡ଼ ହେଉଥିଲା । ତେବେ ହାତୀ ବୁଲୁଥିବାରୁ ଅଘଟଣ ହେବାର ସମ୍ଭାବନା ମଧ୍ୟ ରହିଥିଲା । ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗ ପଦକ୍ଷେପ ନେଇଥିଲା । ଲୋକଙ୍କ ସୁରକ୍ଷା ନେଇ ଇନ୍‌ଫୋସିଟି ଥାନାକୁ ଅବଗତ କରିଥିଲା ବନ ବିଭାଗ । ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ।

hiranchal ad1
Leave A Reply

Your email address will not be published.

three × 2 =