ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଆସିଲା ଖୁସି ଖବର , ଏହି ଦିନ ଖାତାକୁ ଆସିବ ଟଙ୍କା

0 37

ଭୁବନେଶ୍ୱର : ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସିର ଖବର । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ସୋମବାର ମୁଖ୍ୟମନ୍ତ୍ରୀ ନିଜେ ଘୋଷଣା କରିସାରିଛନ୍ତି । ତେଣୁ ଖୁବଶୀଘ୍ର ହିତାଧିକାରୀଙ୍କୁ ମିଳିବ ସହାୟତା ରାଶି । ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

hiring

ସେ ଆହୁରି ମଧ୍ୟ କହିଛନ୍ତି ଯେ, ନୂଆ ଭାବେ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ପାଇବେ ପ୍ରଥମ କିସ୍ତି । ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି | ସେମାନେ ବି ଏକା ଥରକେ ପାଇବେ ଦୁଇଟି କିସ୍ତି | ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି | ମୋଟ ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ।

hiranchal ad1
Leave A Reply

Your email address will not be published.

ten − 3 =