ଶିଲା ପଟ୍ଟନାୟକଙ୍କ ପରିବାରକୁ ସହାୟତା ଘୋଷଣା

0 55

ଭୁବନେଶ୍ୱର: ବସ୍ ଦୁର୍ଘଟଣାରେ ଆଖି ବୁଜିଥିବା ଜଣାଶୁଣା ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ପରିବାରକୁ ସହାୟତା ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯାଇଛି ।

hiring

ସିଏମ୍ଓ ଏକ୍ସ ପକ୍ଷରୁ ଲେଖାଯାଇଛି କି ,”ବୈଦ୍ୟୁତିକ ଗଣମାଧ୍ୟମ ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ପ୍ରାଣହାନି ଘଟଣା ଅତ୍ୟନ୍ତ ଦୁଃଖଦାୟକ ଥିଲା । ନିଚ୍ଛକ ସମ୍ବାଦ ପରିବେଷଣ ଏବଂ ଦାୟିତ୍ବସମ୍ପନ୍ନ ସାମ୍ବାଦିକା ଭାବେ ତାଙ୍କ ଅବଦାନ ପ୍ରତି ସମ୍ମାନ ଜଣାଇବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF)ରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

hiranchal ad1
Leave A Reply

Your email address will not be published.

6 + 13 =