ଦୋଳ ପୂର୍ଣ୍ଣିମାରେ ପଡିବ ୨୦୨୬ର ପ୍ରଥମ ଚନ୍ଦ୍ର ଗ୍ରହଣ।

0 96

ନୂଆଦିଲ୍ଲୀ; ୨୦୨୬ର ପ୍ରଥମ ଚନ୍ଦ୍ର ଗ୍ରହଣ। ପୁଣି ବଡ଼ ଗ୍ରହଣ ଏ ଏଥର ଦୋଳ ପୂର୍ଣ୍ଣିମା ଫାଲଗୁନ ପୂର୍ଣ୍ଣିମାରେ ପଡ଼ୁଛି । ଧାର୍ମିକ ଓ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏହାକୁ ଗୁରୁତ୍ବପୂର୍ଣ୍ଣ କୁହାଯାଉଛି । ଏହି ଗ୍ରହଣ ଭାରତର କିଛି ସ୍ଥାନରେ ଦୃଶ୍ୟମାନ ହେବ । ତେଣୁ ଏହାର ଘାତ ସମୟ କେବେ ଏବଂ କେବେ ପାଳିବେ ହୋଲି ଏ ବାବଦରେ ଲୋକଙ୍କ ମନରେ ପ୍ରଶ୍ନ ଉଠିଛି ।

hiring

କହିବାକୁ ଗଲେ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୩ ତାରିଖ ମଙ୍ଗଳବାର, ଫାଲଗୁନ ମାସର ପୂର୍ଣ୍ଣିମା ତିଥିରେ ହେବ। ଭାରତୀୟ ସମୟ ଅନୁସାରେ, ଚନ୍ଦ୍ରଗ୍ରହଣ ଅପରାହ୍ନ ୩:୨୦ ରେ ଆରମ୍ଭ ହେବ ଏବଂ ସନ୍ଧ୍ୟା ୬:୪୭ ପର୍ଯ୍ୟନ୍ତ ଚାଲିବ। ଗ୍ରହଣର ମୋଟ ଅବଧି ୩ ଘଣ୍ଟା ୨୭ ମିନିଟ୍ ଯାଏଁ ହେବ।

hiranchal ad1
Leave A Reply

Your email address will not be published.

one × 1 =