ଖରାଦିନେ ହେବନି ବିଦ୍ୟୁତ୍ କାଟ

0 55

ଭୁବନେଶ୍ଵର: ଖରାଦିନେ ହେବନି ବିଦ୍ୟୁତ୍ କାଟ। ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦେଲେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି ଯେ, ୧୦ ପୌରାଞ୍ଚଳ ହିଟୱେଭ୍ ପାଇଁ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇସାରିଛି। ୩୦ ଜିଲ୍ଲା ଓ ଟ୍ଵିନ୍ ସିଟି ପାଇଁ ମଧ୍ୟ ଯୋଜନା କରାଯାଇଛି। ରାଜ୍ୟ ଓ ଜିଲ୍ଲା ସ୍ତରରେ କଣ୍ଟ୍ରୋଲ ରୁମ୍ ଖୋଲିଛି। ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭ୍ ସାମିଲ ହେବ। ଏଥିପାଇଁ ୧୬ତମ ଅର୍ଥ କମିଶନ ସୁପାରିଶ କରିଛନ୍ତି।  

hiranchal ad1
Leave A Reply

Your email address will not be published.

18 − eighteen =