ନାରୀଙ୍କୁ ସୁରକ୍ଷା ଦେବ ଶକ୍ତିଶ୍ରୀ ଆପ୍:ମୁଖ୍ୟମନ୍ତ୍ରୀ

0 44

ଭୁବନେଶ୍ଵର:ନାରୀଙ୍କୁ ସୁରକ୍ଷା ଦେବ ଶକ୍ତିଶ୍ରୀ ଆପ୍। ଉଚ୍ଚ ଶିକ୍ଷା ବିଭାଗରେ କାର୍ଯ୍ୟରତ ମହିଳା କର୍ମଚାରୀ ଓ ଛାତ୍ରୀମାନଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶକ୍ତିଶ୍ରୀ ଆପ୍ ଲଞ୍ଚ୍ କରିଛନ୍ତି। ମହିଳା ସଶକ୍ତିକରଣ ପାଇଁ ସରକାରଙ୍କର ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଶୈକ୍ଷିକ ବାତାବରଣ ସହ କଲେଜ ଓ ବିଶ୍ଵବିଦ୍ୟାଳୟଗୁଡିକରେ ବିଭାଗର ମହିଳାମାନେ ଏହି ଆପ୍ ମାଧ୍ୟମରେ କୌଣସି ଅଘଟଣର ରିପୋର୍ଟ କରିପାରିବେ। ୨୪×୭ ଏହି ଆଲର୍ଟ ସିଷ୍ଟମ ରହିବ। ଏହି ଆପ୍ଲିକେସନ ମହିଳାମାନଙ୍କ ମନରେ ସାହସିକତା ଭରିବ।

hiranchal ad1
Leave A Reply

Your email address will not be published.

5 × 1 =