ଦ୍ୱିତୀୟ ଥର ପାଇଁ ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା

0 85

ନୂଆଦିଲ୍ଲଲୀ-ଗାତାର ଦ୍ୱିତୀୟ ଥର ପାଇଁ ଆସାମ ମୁଖ୍ୟମନ୍ତ୍ରୀ ଭାବରେ ହିମନ୍ତ ବିଶ୍ୱ ଶର୍ମା ଶପଥ ଗ୍ରହଣ କରିଛନ୍ତି। ଗୁଆହାଟୀ ନିକଟସ୍ଥ ଖାନପାରା ଭେଟେନାରୀ କଲେଜ ପଡ଼ିଆରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ସେ ଶପଥ ଗ୍ରହଣ କରିଛନ୍ତି।

hiring

ହିମନ୍ତଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବିନଙ୍କ ସମେତ ଏନଡିଏର ବିଭିନ୍ନ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ଉପସ୍ଥିତ ଥିଲେ। ସୁରକ୍ଷା ଦୃଷ୍ଟିରୁ ଖାନପାରା ଅଞ୍ଚଳରେ ବ୍ୟାରିକେଡ୍, ଟ୍ରାଫିକ୍ ଡାଇଭର୍ସନ ଏବଂ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆସାମରେ ତୃତୀୟ ଥର ପାଇଁ ଏନଡିଏ ସରକାରକୁ ଆସିଛି।

hiranchal ad1
Leave A Reply

Your email address will not be published.

six + twelve =