ଭିଡି ସତୀଶନ୍ ହେବେ କେରଳମର ନୂତନ ମୁଖ୍ୟମନ୍ତ୍ରୀ

0 72

ନୂଆଦିଲ୍ଲୀ; ୧୦ ଦିନର ଛକାପଞ୍ଝା ଶେଷରେ ସମାପ୍ତ ହୋଇଛି । କଂଗ୍ରେସ ନେତା ଭିଡି ସତୀଶନ୍ କେରଳମର ନୂତନ ମୁଖ୍ୟମନ୍ତ୍ରୀ ହେବେ । ଦଳର ହାଇକମାଣ୍ଡ ଆନୁଷ୍ଠାନିକ ଭାବରେ ତାଙ୍କ ନାମ ଘୋଷଣା କରିଛନ୍ତି । କଂଗ୍ରେସ ନେତୃତ୍ୱ ଭିଡି ସତୀଶନଙ୍କ ଉପରେ ଆସ୍ଥା ପ୍ରକାଶ କରିଛନ୍ତି । ଯିଏ ଜଣେ ଦୃଢ଼ ସାଂଗଠନିକ ଉପସ୍ଥିତି ରଖୁଥିବା ନେତା ମଧ୍ୟରେ ଜଣେ । ୨୦୦୧ରୁ ଲଗାତାର ଭାବେ ବିଧାୟକ ହୋଇଛନ୍ତି ସତୀଶନ ।

hiranchal ad1
Leave A Reply

Your email address will not be published.

three × 3 =