ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଉଚ୍ଛ୍ୱସିତ ସ୍ୱାଗତ

0 77

ନୂଆଦିଲ୍ଲୀ: ଇସ୍ତଫା ପରେ ସଂସଦର ମୌସୁମୀ ଅଧିବେଶନରେ ଯୋଗଦେବାକୁ ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚିଥିଲେ। ସଂସଦର ମକର ଦ୍ୱାରରେ ଏନଡିଏର ସାଂସଦମାନଙ୍କ ପକ୍ଷରୁ ତାଙ୍କୁ ଉଚ୍ଛ୍ୱସିତ ସ୍ୱାଗତ କରାଯାଇଥିଲା। ସାଂସଦମାନେ ‘ଧର୍ମେନ୍ଦ୍ର ପ୍ରଧାନ ଜିନ୍ଦାବାଦ’ ସ୍ଲୋଗାନ ମଧ୍ୟ ଦେଇଥିଲେ।

hiranchal ad1
Leave A Reply

Your email address will not be published.

7 − 5 =