ଦିଗବିଜୟ ସିଂହଙ୍କୁ ବର୍ଷେ ଜେଲ୍‌

ଭୋପାଲ: ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂହଙ୍କୁ ବର୍ଷେ ଜେଲ୍‌। ବିଜେପି ଯୁବ ମୋର୍ଚ୍ଚା କର୍ମୀଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ଏହି ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂଙ୍କୁ ଇନ୍ଦୋର ଜିଲ୍ଲା କୋର୍ଟ ବର୍ଷେ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ତାଙ୍କ ସହିତ ଏହି ମାମଲାର ଅନ୍ୟ ୫ ଜଣଙ୍କୁ ମଧ୍ୟ ଜେଲ୍ ଦଣ୍ଡ ହୋଇଛି।

Comments (0)
Add Comment