ଓଆଇଏସଏଫ ପାଇଁ ଗଠନ ହେବ ଆଉ ୨ଟି ବାଟାଲିଅନ

ଭୁବନେଶ୍ବର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି ।

Comments (0)
Add Comment