ଭୁବନେଶ୍ୱର: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଶେଷରେ ଜାମିନ ମିଳିଛି। ଖୋର୍ଦ୍ଧା ଜିଲା ଦୌରାଜଜ ତାଙ୍କୁ ଜାମିନ ପ୍ରଦାନ କରିଥିବା ଜଣାପଡିଛି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ମିଳିଛି ଜାମିନ। ନିକଟରେ BMC ଅଧିକାରୀଙ୍କୁ ମାଡ଼ ଘଟଣାରେ ଜଗନ୍ନାଥ ଗିରଫ ହୋଇଥିଲେ।