ସେପ୍ଟେମ୍ବର୧୮ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଅଗଷ୍ଟ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ଅଧିବେଶନ ଅଗଷ୍ଟ ୨୫ ତାରିଖ ଯାଏଁ ଚାଲିବ।

Comments (0)
Add Comment