ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୧୧ରେ ଭୋଟ ହେବ । ୧୪ରେ ଫଳାଫଳ ଘୋଷଣା ହେବ।

Comments (0)
Add Comment