ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୁସ୍ତକ ବଣ୍ଟନ

ବାଲିଗୁଡ଼ା: ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ପ୍ରଥମ ଶ୍ରେଣୀ ଠାରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ପୁସ୍ତକ ବଣ୍ଟନ କରାଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଦେଶୀ ନାୟକଙ୍କ ସହିତ ସିମନବାଡ଼ି ସରପଞ୍ଚ ଅମିତା ପ୍ରଧାନ ସରପଞ୍ଚ ସରପଞ୍ଚଙ୍କ ପ୍ରତିନିଧି ପରମେ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ପୁସ୍ତକ ବଣ୍ଟନ କରି ଛାତ୍ରଛାତ୍ରୀଙ୍କୁ ଘରେ ରହିବା ସମୟରେ ସମୟାନୁସାରେ ପାଠ ପଢ଼ିବା ସହ ସେମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏହି ସମୟରେ ବିଦ୍ୟାଳୟର ଶିକ୍ଷୟତ୍ରୀ ରଶ୍ମିତା ତ୍ରିପାଠୀ, ମାଧୁରୀ ଦିଗାଲ,ସୋନାଲିସା ସାହୁ, କଳ୍ପନା ସେଠୀ ପ୍ରମୁଖ ଉପସ୍ଥିତ ରହିଥିଲେ ।

Comments (0)
Add Comment