ନଭେମ୍ବର ୧୫ରେ ରାଉରକେଲା ଆସିବେ ମୋଦି

 ଭୁବନେଶ୍ୱର:ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବାର କାର୍ଯ୍ୟକ୍ରମ ରହିଛି। ଏକ ସ୍ବତନ୍ତ୍ର ବିମାନ ଯେଗେ ଆସି ସେ ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ସହିଦ୍‌ ମାଧୋସିଂ ହାତଖର୍ଚ୍ଚ ବୃଦ୍ଧି ଯୋଜନା ଶୁଭାରମ୍ଭ କରିବେ। ଏହା ସହ ୪୫୦ଟି ପ୍ରାଥମିକ ସ୍କୁଲ ହଷ୍ଟେଲ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା ସହ ଓଡ଼ିଆ ଅସ୍ମିତାକେନ୍ଦ୍ରର  ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

Comments (0)
Add Comment