ବାଇକକୁ ପଛରୁ ପିଟିଲା ଅଜଣା ଗାଡ଼ି, ତିନି ମୃତ

କାମାକ୍ଷାନଗର: କାମାକ୍ଷାନଗର ଥାନା ୫୩ ନମ୍ବର ଜାତୀୟ ରାଜପଥର ମାଳପୁରା ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା l ବାଇକକୁ ପଛରୁ ପିଟିଲା ଅଜଣା ଗାଡ଼ିl ଘଟଣା ସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି l କାମାକ୍ଷାନଗର ଥାନା ୫୩ ନମ୍ବର ଜାତୀୟ ରାଜପଥର ମାଳପୁରା ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା l ବାଇକକୁ ପଛରୁ ପିଟିଲା ଅଜଣା ଗାଡ଼ିl ଘଟଣା ସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି l ମୃତକ ମଧ୍ୟରେ ଦୁଇ ଶିଶୁ ଥିବାବେଳେ ଘଟଣା ସ୍ଥଳରୁ ଦୁର୍ଘଟଣା ଘଟାଇଥିବା ଗାଡ଼ି ଫେରାର l ଜଣେ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ମହିଳା ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି ହୋଇଛନ୍ତି l

Comments (0)
Add Comment