କୋରାପୁଟ ନୌକା ଦୁର୍ଘଟଣାରେ ୫ଜଣ ବ୍ୟକ୍ତିଙ୍କ ମୃତ୍ୟୁ, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ ୫ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Comments (0)
Add Comment