ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଉଖୁରା ଓ ତରଭା ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଅଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗବରା ତିରୁପତି ରାଓ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମରୀୟମ୍ ରଇତ, ଜିଲ୍ଲା ଭହୟ ସଭାପତି ଜଗବନ୍ଧୁ ଦାସ, ଜିଲ୍ଲା ଭହୟ ଯୁବ ସଭାପତି ସାସନମ ଲିଙ୍ଗରାଜ, ଯୁବନେତା ରୂପେଶ ପାଣିଗ୍ରାହୀ, ରାଜ୍ୟ ସମ୍ପାଦକ ମରୁତ୍ ପାଳ, ଆମ ଓଡ଼ିଶା ନବୀନ ଓଡ଼ିଶା ସଂଯୋଜକ ରାମ ଚନ୍ଦ୍ର ରାଓ, ଗୁମ୍ମା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ, ଏସ ଡି ସି ସଦସ୍ୟ ମସୁଳନ ରଇତ, ବ୍ଲକ ବିଜେଡି ସଭାପତି ଅଗଷ୍ଟସ ଗମାଙ୍ଗ, ବ୍ଲକ ବିଜେଡି ଯୁବ ସଭାପତି ନୀରୋଜ୍ କୁମାର ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେଇଥିଲେ ।