ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ଵର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ସକ୍ରିୟ ହୋଇ ଅବପାତର ରୂପ ନେବ। ଏହା ଉତ୍ତର ପଶ୍ଚିମ ଆଡ଼କୁ ଗତି କରି ଅବପାତରେ ପରିଣତ ହେବ । ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଆଜି ବାତ୍ୟାର ଚିତ୍ର ସ୍ପଷ୍ଟ ହେବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments (0)
Add Comment