୧୬ରୁ +୩ ନାମଲେଖା ପାଇଁ ଆବେଦନ

୧୬ରୁ +୩ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ ସୁଦ୍ଧା ପାଠ୍ୟକ୍ରମ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments (0)
Add Comment