ଆଜି ନୟାଗଡ଼ ଜିଲ୍ଲାରେ ୧୩ ଆକ୍ରାନ୍ତ

ଦଶପଲ୍ଲା : – ନୟାଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ ଧିରେ ଧିରେ ହ୍ରାସ ଘଟୁଛି । ଜିଲ୍ଲାରେ ଆଜି ନୂଆ ମାତ୍ର ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ସକ୍ରିୟ ମାମଲା ୧୨୫ ବୋଲି ଜଣାଯାଇଛି । ଜିଲ୍ଲାରୁ ଆଜି କୌଣସି ମୃତ୍ୟୁ ହୋଇନଥିବା ସଂମ୍ପର୍କରେ ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ ମୋଟ ୨୦୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

Comments (0)
Add Comment