ଭଦ୍ରକରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଆଜି ପୁଣି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତ ଜଣକ ଭଦ୍ରକ ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ୩୩ ବର୍ଷିୟୀ ବ୍ୟକ୍ତି ଜଣକ ସୁରତରୁ ଫେରିଥିବା ଜଣାପଡିଛି । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଛି ।

Comments (0)
Add Comment