ହୀରାକୁଦର ଆଉ ୪ ଗେଟ୍‌ ଖୋଲିବ

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି । ଏହାକୁ ନିୟନ୍ତ୍ରଣ କରିବା ପାଇଁ ଆଉ ୪ଟି ଗେଟ ଖୋଲାଯିବ ବୋଲି ଜଳଭଣ୍ଡାର କର୍ତ୍ତୃପକ୍ଷ କହିଛନ୍ତି । ବର୍ତ୍ତମାନ ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି ।

Comments (0)
Add Comment