ଖଣ୍ଡପଡା ତହସିଲ କାର୍ଯ୍ୟାଳୟ ହେଲା ନିଷିଦ୍ଧାଂଚଳ

ଦଶପଲ୍ଲା : ନୟାଗଡ ଜିଲ୍ଲାରେ କରୋନା ତାର କାୟା ବିସ୍ତାର କରି ଚାଲିଛି । ଖଣ୍ଡପଡା ତହସିଲ କାର୍ଯ୍ୟାଳୟ ର କିଛି କର୍ମଚାରୀ କରୋନା ଆକ୍ରାନ୍ତ ହେବାରୁ । ଆଜିଠାରୁ ୩ ତାରିଖ ପର୍ଯ୍ୟନ୍ତ ଖଣ୍ଡପଡା ତହସିଲ କାର୍ଯ୍ୟାଳୟକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି ତହସିଲଦାର ପାର୍ଥ ସାରଥି ହାସଁଦା । ପ୍ରମାଣଥାଉକି, ସର୍ବସାଧାରଣ କରୋନା ନିୟମ ଅକ୍ଷରେ ଅକ୍ଷରେ ପାଳନ କରୁଥିବାବେଳେ, ନୟାଗଡ଼ ଜିଲ୍ଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟ ରେ କରୋନା ନିୟମର ଖୋଲାଖୋଲି ଉଲଘଂନ ହେଉଥିବା ବାରମ୍ବାର ଅଭିଯୋଗ ହୋଇଆସୁଛି ।

Comments (0)
Add Comment