ନଦୀ ସୁଅରେ ଭାସିଗଲେ ମହିଳା

ଉଦଳା : ଲଗାଣ ବର୍ଷା କାରଣରୁ ନଦୀ ଫୁଲୁଛି । ନଦୀରେ ଭାସିଗଲେ ମହିଳା । ମୟୁରଭଞ୍ଜ ଜିଲ୍ଲା ଉଦଳା ନାଲୁହା ନଦୀରେ ଭାସିଯାଇଛନ୍ତି ମହିଳା । ନିଖୋଜ ମହିଳାଙ୍କୁ ନାମ ସାବିତ୍ରୀ ବିଶ୍ୱାଳ ବୋଲି ଜଣାପଡିଛି । ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

Comments (0)
Add Comment