ପ୍ରଫେସର ରାଧାମୋହନ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ସୂଚନା କମିଶନର ପ୍ରଫେସର ରାଧାମୋହନ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ ସ୍ବର୍ଗତ ରାଧମୋହନଙ୍କୁ ଜଣେ ବିଶିଷ୍ଟ ପରିବେଶବିତ୍ ତଥା ଶିଷାବିତ୍ ଭାବରେ ବର୍ଣ୍ଣନା କରିଛନ୍ତି ।ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମା ର ସଦ୍ ଗତି କାମନା କରିଛନ୍ତି ।

Comments (0)
Add Comment