ଅନ୍ତର୍ଜାତୀୟ ହକିରୁ ଅବସର ନେଲେ ବିରେନ୍ଦ୍ର ଲାକ୍ରା

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମର ସଦସ୍ୟ ରହିଥିବା ଓଡ଼ିଆ ପୁଅ ବୀରେନ୍ଦ୍ର ଲାକା ଅନ୍ତର୍ଜାତୀୟ ହକିକୁ ଅଲବିଦା କହିଛନ୍ତି। ବୀରେନ୍ଦ୍ର ତତ୍କାଳ ପ୍ରଭାବରେ ହକିରୁ ସନ୍ନ୍ୟାସ ନେବାକୁ ଘୋଷଣା କରିଛନ୍ତି। ୩୧ ବର୍ଷୀୟ ଲାକ୍ରା ୨୦୧ ମ୍ୟାଚରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି। ବୀରେନ୍ଦ୍ରଙ୍କ ସନ୍ନ୍ୟାସ ନେଇ ହକି ଇଣ୍ଡିଆ ଟ୍ୱିଟ୍ କରି ସୂଚନା ଦେଇଛି।

Comments (0)
Add Comment