ଭୁବନେଶ୍ୱର : ରାଜ୍ୟରେ କରୋନା ସହ ଓମିକ୍ରନ ଆକ୍ରାନ୍ତଙ୍କ ସଂକ୍ୟା ବଢିବାରେ ଲାଗିଛି । ଆଜି ପୁଣି କରୋନାର ନୂଆ ଭୁତାଣୁ ଓମିକ୍ରନରେ ୬୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ଆଇଏଲଏସ ସୂଚନା ଦେଇଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୭୦ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।