ବଂଶଧାରା ଟ୍ରିବ୍ୟୁନାଲ ରାୟ ଓଡିଶା ବିପକ୍ଷରେ ଯିବା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲା ରାଜ୍ୟ ବିଜେପି ଉଚ୍ଚସ୍ତରୀୟ କମିଟି

ବଂଶଧାରା ଟ୍ରିବ୍ୟୁନାଲ ରାୟ ଓଡିଶା ବିପକ୍ଷରେ ଯିବା ପରେ ଗଜପତି ଜିଲ୍ଲା ବିଜେପି ସଭାପତି କେ. ନାରାୟଣ ରାଓଙ୍କ ନେତୃତ୍ୱରେ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲା ରାଜ୍ୟ ବିଜେପି ଉଚ୍ଚସ୍ତରୀୟ କମିଟି ।

Comments (0)
Add Comment