ଗ୍ରାହକଙ୍କୁ ଝଟକା, ପୁଣି ବଢିଲା…

ନୂଆଦିଲ୍ଲୀ : ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ବୃଦ୍ଧି ପାଇଛି। ଶନିବାର ପେଟ୍ରୋଲ ଲିଟର ପିଛା ୮୭ ପଇସା ଏବଂ ଡିଜେଲ ୯୧ ପଇସା ମହଙ୍ଗା ହୋଇଛି। ଗତ ୧୦ ଦିନ ମଧ୍ୟରେ ଏହା ଇନ୍ଧନ ମୂଲ୍ୟରେ ତୃତୀୟ ବୃଦ୍ଧି। ଲଗାତାର ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବଢ଼ାଇ ଦେଇଛି।

ନୂତନ ପେଟ୍ରୋଲ ଏବଂ ଡିଜେଲ ଦର ଶନିବାର, ମେ ୨୩ ତାରିଖରୁ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା ବୃଦ୍ଧି ପାଇଛି ।

breaking newspetrol-and-diesel
Comments (0)
Add Comment